Mark 14:32 — Compare Translations
7 translations compared side by side
Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ପା୍ରର୍ଥନା କରୁଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଏଠା ରେ ବସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେମାନେ ଗେଥସିମାନୀ ନାମକ ସ୍ଥାନକୁ ଆସିଲେ ଏବଂ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମେ ଏଇଠି ଟିକିଏ ବସ। ମୁଁ ପ୍ରାର୍ଥନା କରିବାକୁ ଯାଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏକାକୀ ପ୍ରାର୍ଥନା କରନ୍ତି ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಗೆತ್ಸೆಮನಿ ಮನ್ತಲ್ಯಾ ಜಾಗ್ಯಾಕ್ ಯೆವ್ನ್ ಪಾವ್ಲ್ಯಾನಿ. ಅನಿ ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ “ಮಿಯಾ ಮಾಗ್ನಿ ಕರುನ್ ಯೆಯ್ ಸಗೊಳ್ ಹಿತ್ತೆ ಬಸಾ” ಮಟ್ಲ್ಯಾನ್.