Mark 14:33 — Compare Translations

7 translations compared side by side

Odia - 1840
"ସେ ପିତର, ଯାକୁବ ଓ ଯୋହନଙ୍କୁ ତାହାଙ୍କ ସହିତ ଆସିବାକୁ କହିଲେ। ତା'ପରେ ଯୀଶୁ ଅତ୍ଯଧିକ ବିଚଳିତ ଓ ଦୁଃଖ ରେ ପୂର୍ଣ୍ଣ ହବୋକୁ ଲାଗିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟ; ବିସ୍ମୟାନ୍ଵିତ ଓ ବ୍ୟଥିତ ହେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର, ଯାକୁବ ଓ ଯୋହନଙ୍କୁ ସଙ୍ଗରେ ନେଇ ସେ ଆଗକୁ ଗଲେ। ସେ ଗଭୀର ଦୁଃଖ ଯନ୍ତ୍ରଣାରେ ବ୍ୟାକୁଳ ହେଲେ
Odia Bible ERV 2004 (ପବିତ୍ର ବାଇବଲ)
ସେ ପିତର, ଯାକୁବ ଓ ଯୋହନଙ୍କୁ ତାହାଙ୍କ ସହିତ ଆସିବାକୁ କହିଲେ। ତା’ପରେ ଯୀଶୁ ଅତ୍ୟଧିକ ବିଚଳିତ ଓ ଦୁଃଖରେ ପୂର୍ଣ୍ଣ ହେବାକୁ ଲାଗିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಪೆದ್ರುಕ್ ಜಾಕೊಬಾಕ್ ಅನಿ ಜುವಾಂವಾಕ್ ವಾಂಗ್ಡಾ ಘೆವ್ನ್ ಗೆಲ್ಯಾನ್, ತರಾಸ್ ಅನಿ ದುಕ್ ತೆಚೆ ವರ್‍ತಿ ಯೆಲ್ಲೆ ಹೊತ್ತೆ.