Mark 14:34 — Compare Translations
7 translations compared side by side
Odia - 1840
"ଯୀଶୁ, ପିତର, ଯାକୁବ ଓ ଯୋହନଙ୍କୁ କହିଲେ, ମାରେ ହୃଦୟ ଦୁଃଖ ରେ ଭାଙ୍ଗି ପଡୁଛି। ମୁଁ ପ୍ରାଣ ବାହାରି ୟିବା ବଳେ ଭଳି ଦୁଃଖ ଅନୁଭବ କରୁଛି। ଏଠା ରେ ଅପେକ୍ଷା କରି ରୁହ ଓ ଜାଗ୍ରତ ମଧ୍ଯ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ଶିଷ୍ୟମାନଙ୍କୁ କହିଲେ, “ଦୁଃଖରେ ମୋ’ ହୃଦୟ ବିଦୀର୍ଣ୍ଣ ହେଉଛି, ତୁମେ ଏଠାରେ ଜାଗି ରହିଥାଅ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ, ପିତର, ଯାକୁବ ଓ ଯୋହନଙ୍କୁ କହିଲେ, “ମୋର ହୃଦୟ ଦୁଃଖରେ ଭାଙ୍ଗି ପଡ଼ୁଛି। ମୁଁ ପ୍ରାଣ ବାହାରି ଯିବା ବେଳ ଭଳି ଦୁଃଖ ଅନୁଭବ କରୁଛି। ଏଠାରେ ଅପେକ୍ଷା କରି ରୁହ ଓ ଜାଗ୍ରତ ମଧ୍ୟ ରୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುನ್ ತೆಂಕಾ “ಮಾಜ್ಯಾ ಕಾಳ್ಜಾತ್ ದುಖ್ಕ್ ಭರ್ಲಾ ಅನಿ ತೆ ಮಾಕಾ ಮಿಯಾ ಮರ್ತಾ ಸರ್ಕೆ ಕರುಕ್ ಲಾಗ್ಲಾ. ತುಮಿ ಹಿತ್ತೆಚ್ ರ್ಹಾವ್ನ್ ಜಾಗೆ ರ್ಹಾವಾ” ಮಟ್ಲ್ಯಾನ್.