Mark 14:35 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେ ଠାରୁ ଅଳ୍ପ ଦୂରକୁ ଚାଲି କରି ଗଲେ। ତା'ପରେ ଯୀଶୁ ଭୂମିରେ ପଡିଗଲେ ଓ ପ୍ରାର୍ଥନା କଲେ ଯେ ଯଦି ସମ୍ଭବ ହୁଏ, ତବେେ ଏ ୟନ୍ତ୍ରଣାର ମୁହୁର୍ତ୍ତଟି ମାେ ପାଖରୁ ଘୁଞ୍ଚିଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇ ପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଆଉ ଟିକିଏ ଆଗକୁ ଯାଇ ଭୂମିରେ ମୁହଁମାଡ଼ି ପଡ଼ିଲେ ଏବଂ ଯଦି ସମ୍ଭବ ହୁଏ, ଦୁଃଖଭୋଗ ଦେଇ ନ ଯିବା ପାଇଁ ପ୍ରାର୍ଥନା କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କଠାରୁ ଅଳ୍ପ ଦୂରକୁ ଗ୍ଭଲି କରି ଗଲେ। ତା’ପରେ ଯୀଶୁ ଭୂମିରେ ପଡ଼ିଗଲେ ଓ ପ୍ରାର୍ଥନା କଲେ ଯେ ଯଦି ସମ୍ଭବ ହୁଏ, ତେବେ ଏ ଯନ୍ତ୍ରଣାର ମୂହୂର୍ତ୍ତଟି ମୋ’ ପାଖରୁ ଘୁଞ୍ଚିଯାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇ ପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥି ନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜು ಉಲ್ಲೆ ಫಿಡೆ ಗೆಲೊ ಅನಿ ಜಿಮ್ನಿರ್ ಡಬ್ ಪಡುನ್ “ಸಾದ್ಯ್ ರ್‍ಹಾಲ್ಯಾರ್ ಹ್ಯೊ ಸಂಕಟಾಚೊ ಎಳ್ ಮಾಜೆಕ್ನಾ ದುರ್ ಕರ್” ಮನುನ್ ಮಾಗುಕ್‍ಲಾಲೊ.