Mark 14:36 — Compare Translations

7 translations compared side by side

Odia - 1840
"ସେ କହିଲେ, ଆବ୍ବା, ହେ ପରମପିତା ତୁମ୍ଭ ପାଇଁ ସବୁ କିଛି ସମ୍ଭବ। ମାେ ଠାରୁ ୟନ୍ତ୍ରଣାର ଏହି ଗିନାଟି କୁ ଦୂ ରଇେ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମାେ ଇଚ୍ଛା ରେ କିଛି ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ କହିଲେ, ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ମୋର ପିତଃ! ତୁମ ପକ୍ଷରେ ସବୁ ସମ୍ଭବ। ଏହି ବ୍ୟଥାର ପାନପାତ୍ର ମୋ’ଠାରୁ ଦୂରେଇ ନିଅ। ତଥାପି ମୋର ନୁହେଁ, ତୁମର ଇଚ୍ଛା ସଫଳ ହେଉ।”
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, “ ଆ‌ବ୍‌‌‌‌ବା ହେ ପରମପିତା ତୁମ୍ଭ ପାଇଁ ସବୁକିଛି ସମ୍ଭବ। ମୋ’ଠାରୁ ଯନ୍ତ୍ରଣାର ଏହି ଗିନାଟି କୁ ଦୂରେଇ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମୋ’ ଇଚ୍ଛାରେ କିଛି ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯୀଶୁ କହିଲେ, ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಮಾಗುನ್ಗೆತ್ “ಬಾಬಾ” “ಮಾಜ್ಯಾ ಬಾಬಾ! ತುಕಾ ಸಗ್ಳೆ ಸಂಗ್ತಿಯಾ ಕರುಕ್ ಸಾದ್ಯ್ ಹಾಯ್, ಹೆ ಸಂಕಟಾಚೆ ಅಯ್ದಾನ್ ಮಾಜೆಕ್ನಾ ದುರ್ ಕರ್, ಖರೆ ಮಿಯಾ ಯವಜ್ತಾ ತಸೆ ನ್ಹಯ್, ತಿಯಾ ಯವಜಲ್ಲ್ಯಾ ಸರ್ಕೆಚ್ ಕರ್” ಮನುಲಾಲೊ.