Mark 14:37 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କ ପାଖକୁ ଫରେି ଆସିଲେ। ସେ ସମାନଙ୍କେୁ ଶାଇେ ପଡିଥିବାର ଦେଖିଲେ। ସେ ପିତରଙ୍କୁ କହିଲେ, ଶିମାନେ, ତୁମ୍ଭେ ଶାଇେ ପଡିଲ? ତୁମ୍ଭେ ଘଣ୍ଟାଏ ପାଇଁ ଚଇେଁ ରହି ପାରିଲ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଦଣ୍ତେ ହେଲେ ଜାଗି ପାରିଲ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ଫେରି ଦେଖିଲେ, ତିନିଜଣଯାକ ଶିଷ୍ୟ ଶୋଇ ପଡ଼ିଛନ୍ତି। ଯୀଶୁ ପିତରଙ୍କୁ କହିଲେ, “ଶିମୋନ, ଶୋଇ ପଡ଼ିଲ? ଘଣ୍ଟାକ ପାଇଁ ଜାଗି ରହି ପାରିଲ ନାହିଁ?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ପାଖକୁ ଫେରି ଆସିଲେ। ସେ ସେମାନଙ୍କୁ ଶୋଇପଡ଼ିଥିବାର ଦେଖିଲେ। ସେ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ ଶୋଇପଡ଼ିଲ? ତୁମ୍ଭେ ଘଣ୍ଟାଏ ପାଇଁ ଚେଇଁ ରହି ପାରିଲ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ଶିମୋନ, ତୁମ୍ଭେ କ'ଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ಅಪ್ನಾಚ್ಯಾ ತಿನ್ ಶಿಸಾಂಚ್ಯಾಕ್ಡೆ ಯೆಲೊ ಅನಿ ತೆನಿ ತಿಗೆ ಜಾನಾಬಿ ನಿಜಲ್ಲೆ ಬಗುನ್ ತೆನಿ ಪೆದ್ರುಕ್ “ಸಿಮಾವ್, ತಿಯಾ ನಿದ್ಲೆ ಕಾಯ್? ಎಕ್ ತಾಸ್ಬರ್ ಸೈತ್ ಮಾಜ್ಯಾ ವಾಂಗ್ಡಾ ತುಕಾ ಜಾಗೆ ರಾವ್ಕ್ ಹೊಯ್ನಾ ಕಾಯ್?” ಮಟ್ಲ್ಯಾನ್.