Mark 14:38 — Compare Translations

7 translations compared side by side

Odia - 1840
"ଜାଗି ରୁହ ଓ ପ୍ରାର୍ଥନା କର ଯେ, ତୁମ୍ଭମାନେେ ଯେପରି ପରୀକ୍ଷା ରେ ନ ପଡ। ଯାହା ଠିକ୍, ତୁମ୍ଭର ଆତ୍ମା ତାହା କରିବାକୁ ଚାହୁଁଛି, କିନ୍ତୁ ତୁମ୍ଭର ଶରୀର ଦୁର୍ବଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗିରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ପୁଣି ଥରେ କହିଲେ, “ଜାଗି ରୁହ ଏବଂ ପରୀକ୍ଷାରେ ଯେପରି ନ ପଡ଼, ସେଥିପାଇଁ ପ୍ରାର୍ଥନା କର। ଆତ୍ମା ଇଚ୍ଛୁକ, କିନ୍ତୁ ଶରୀର ଦୁର୍ବଳ।”
Odia Bible ERV 2004 (ପବିତ୍ର ବାଇବଲ)
ଜାଗି ରୁହ ଓ ପ୍ରାର୍ଥନା କର ଯେ, ତୁମ୍ଭେମାନେ ଯେପରି ପରୀକ୍ଷାରେ ନ ପଡ଼। ଯାହା ଠିକ୍, ତୁମ୍ଭର ଆତ୍ମା ତାହା କରିବାକୁ ଗ୍ଭହୁଁଛି, କିନ୍ତୁ ତୁମ୍ଭର ଶରୀର ଦୁର୍ବଳ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಕಾ “ತುಮಿ ಪಾಪಾತ್ ಪಡಿನಸಿ ಸರ್ಕೆ ಜಾಗಿ ರವ್ನ್ ಮಾಗ್ನಿ ಕರಾ. ಮನ್ ತಯಾರ್ ಹಾಯ್ ಹೊಯ್, ಖರೆ ಹ್ಯಾ ಶರಿರಾಕ್ ತವ್ಡಿ ಸಂಬಾಳ್ತಲಿ ತಾಕತ್ ನಾ” ಮಟ್ಲ್ಯಾನ್.