Mark 14:41 — Compare Translations

7 translations compared side by side

Odia - 1840
"ଯୀଶୁ ତୃତୀୟଥର ପ୍ରାର୍ଥନା ସାରିବା ପରେ ଶିଷ୍ଯମାନଙ୍କ ପାଖକୁ ପୁଣି ଫରେି ଆସିଲେ ଏବଂ କହିଲେ, ଏବେ ମଧ୍ଯ ତୁମ୍ଭମାନେେ ଶାଇେ ବିଶ୍ରାମ ନେଉଛ? ୟଥେଷ୍ଟ ସମୟ ହେଲାଣି। ବର୍ତ୍ତମାନ ମନୁଷ୍ଯପୁତ୍ରଙ୍କୁ ପାପୀମାନଙ୍କ ହାତ ରେ ଧ ରଇେ ଦିଆୟିବାର ସମୟ ଆସି ପହଞ୍ଚି ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତୃତୀୟ ଥର ଆସି ସେମାନଙ୍କୁ କହିଲେ, ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୃତୀୟ ଥର ଯୀଶୁ ଫେରିଆସି ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଏଯାଏ ଶୋଇ ବିଶ୍ରାମ କରୁଛ? ଯଥେଷ୍ଟ ହେଲାଣି। ଦେଖ! ମନୁଷ୍ୟପୁତ୍ର ଖଳ ଲୋକମାନଙ୍କ ହାତରେ ସମର୍ପିତ ହେବାର ସମୟ ଆସିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତୃତୀୟଥର ପ୍ରାର୍ଥନା ସାରିବା ପରେ ଶିଷ୍ୟମାନଙ୍କ ପାଖକୁ ପୁଣି ଫେରି ଆସିଲେ ଏବଂ କହିଲେ, “ଏବେ ମଧ୍ୟ ତୁମ୍ଭେମାନେ ଶୋଇ ବିଶ୍ରାମ ନେଉଛ? ଯଥେଷ୍ଟ ସମୟ ହେଲାଣି। ବର୍ତ୍ତମାନ ମନୁଷ୍ୟପୁତ୍ରଙ୍କୁ ପାପୀମାନଙ୍କ ହାତରେ ଧରେଇ ଦିଆଯିବାର ସମୟ ଆସି ପହଞ୍ଚି ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತಿನ್ವೆ ಫಾಟಿ ಪರ್ತುನ್ ತೆಂಚೆಕ್ಡೆ ಯೆವ್ನ್ “ತುಮಿ ಅಜುನ್ಬಿ ನಿಜುನ್ ಆರಾಮ್ ಘೆವ್ಲ್ಯಾಶಿ? ಫಿರೆ, ಮಾನ್ಸಾಚ್ಯಾ ಲೆಕಾಕ್ ಧರುನ್ ಪಾಪಿ ಲೊಕಾಂಚ್ಯಾ ಹಾತಾತ್ನಿ ದಿತಲೊ ಎಳ್ ಯೆಲೊ.