Mark 14:44 — Compare Translations

7 translations compared side by side

Odia - 1840
"ବିଶ୍ବାସଘାତକ ଯିହୁଦା ସହେି ଲୋକମାନଙ୍କୁ ଯୀଶୁଙ୍କୁ ଚିହ୍ନଇେ ଦବୋ ପାଇଁ ଗୋଟିଏ ସଙ୍କତେ ଦଇେଥିଲା। ସେ କହିଥିଲା: ଯେଉଁ ଲୋକକୁ ମୁଁ ଚୁମ୍ବନ ଦବେି, ସେ ହେଉଛନ୍ତି ଯୀଶୁ। ତୁମ୍ଭମାନେେ ତାହାଙ୍କୁ ବନ୍ଦୀ କରିବ ଓ ସାବଧାନ ରେ ଦୂରକୁ ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ଵନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସଘାତକ ଯିହୁଦା ଯୀଶୁଙ୍କୁ ଧରିବା ପାଇଁ ଆସିଥିବା ଲୋକମାନଙ୍କୁ ଗୋଟିଏ ସଙ୍କେତ ଦେବେ ବୋଲି ଠିକ୍ କରିଥିଲା। ସେମାନଙ୍କୁ କହିଥିଲା, “ଯାହାଙ୍କୁ ମୁଁ ଚୁମ୍ବନ ଦେବି, ସେ ହିଁ ତୁମ୍ଭମାନଙ୍କର ଖୋଜୁଥିବା ବ୍ୟକ୍ତି। ତାଙ୍କୁ ଗିରଫ କରି କଡ଼ା ପହରା ଦେଇ ନେଇଯିବ।”
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସଘାତକ ଯିହୂଦା ସେହି ଲୋକମାନଙ୍କୁ ଯୀଶୁଙ୍କୁ ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ଦେଇଥିଲା। ସେ କହିଥିଲା: “ଯେଉଁ ଲୋକକୁ ମୁଁ ଚୁମ୍ବନ ଦେବି, ସେ ହେଉଛନ୍ତି ଯୀଶୁ। ତୁମ୍ଭେମାନେ ତାହାଙ୍କୁ ବନ୍ଦୀ କରିବ ଓ ସାବଧାନରେ ଦୂରକୁ ନେଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧರುನ್ ದಿತಲ್ಯಾನ್ ತ್ಯಾ ಲೊಕಾಕ್ನಿ ಎಕ್ ಘುರ್ತ್ ದಿಲ್ಲ್ಯಾನ್, “ಮಿಯಾ ಕೊನಾಕ್ ಉಪ್ಪಾ ದಿತಾಕಿ ತೊಚ್ ತುಮ್ಕಾ ಪಾಜೆ ಹೊಲ್ಲೊ, ತೆಕಾ ತುಮಿ ಧರಾ ಅನಿ ಉಶಾರ್ಕಿನ್ ಘೆವ್ನ್ ಜಾವಾ” ಮನುನ್ ಸಾಂಗಲ್ಲ್ಯಾನ್.