Mark 14:46 — Compare Translations

7 translations compared side by side

Odia - 1840
"ଏହି ସମୟରେ ଲୋକମାନେ ଯୀଶୁଙ୍କୁ ଧରି ବନ୍ଦୀ କରି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ଯୀଶୁଙ୍କୁ ଗିରଫ କରି ଦୃଢ଼ ଭାବରେ ଧରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଲୋକମାନେ ଯୀଶୁଙ୍କୁ ଧରି ବନ୍ଦୀ କରି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ತೆಕಾ ಘಟ್ ಧರುನ್ ಘೆಟ್ಲ್ಯಾನಿ.