Mark 14:48 — Compare Translations

7 translations compared side by side

Odia - 1840
"ଯୀଶୁ ସହେି ଲୋକମାନଙ୍କୁ କହିଲେ, ମୁଁ କ'ଣ ଜଣେ ଅପରାଧୀ ଯେ ତୁମ୍ଭମାନେେ ଖଣ୍ଡା ଓ ଠେଙ୍ଗା ନଇେ ମାେତେ ଧରି ନବୋକୁ ଆସିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଲୋକମାନଙ୍କୁ କହିଲେ, “ମୁଁ କଅଣ ଗୋଟିଏ ପଳାତକ ଦସ୍ୟୁ ଓ ଠେଙ୍ଗା, ବାଡ଼ି ନେଇ ମୋତେ ଧରିବାକୁ ଆସିଛ?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେହି ଲୋକମାନଙ୍କୁ କହିଲେ, “ମୁଁ କ’ଣ ଜଣେ ଅପରାଧୀ ଯେ, ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ଧରି ନେବାକୁ ଆସିଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ ಎಕ್ ಚೊರಾಕ್ ಧರುಕ್ ಯೆಲ್ಲ್ಯಾ ಸರ್ಕೆ, ಕೊಯ್ತೆ, ಟೊನೆ ಘೆವ್ನ್ ತುಮಿ ಕಶ್ಯಾಕ್ ಯೆಲ್ಯಾಶಿ?