Mark 14:50 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ଛାଡି ଦୌଡି ପଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇତି ମଧ୍ୟରେ ଶିଷ୍ୟମାନେ ସମସ୍ତେ ତାଙ୍କୁ ଛାଡ଼ି ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଛାଡ଼ି ଦୌଡ଼ି ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುಚಿ ಸಗ್ಳಿ ಶಿಸಾ ಜೆಜುಕ್ ಎಕ್ಲ್ಯಾಕುಚ್ ಸೊಡುನ್ ಪಳುನ್ ಗೆಲಿ.