Mark 14:54 — Compare Translations

7 translations compared side by side

Odia - 1840
"ପିତର ଯୀଶୁଙ୍କଠାରୁ ଦୂର ରେ ରହି ତାହାଙ୍କ ପେଛ ପେଛ ଆସି ମହା ଯାଜକଙ୍କ ଅଗଣା ଭିତ ରେ ପହଞ୍ଚିଗଲେ। ସେ ସଠାେରେ ପ୍ରହରୀମାନଙ୍କ ସହିତ ବସି ଯାଇ ନିଆଁ ରେ ସକେି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ପୁଆଁଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର କିଛି ଦୂରରେ ଥାଇ ସେମାନଙ୍କ ପଛେ ପଛେ ଗଲେ ଓ ପ୍ରଧାନ ପୁରୋହିତଙ୍କ ଗୃହର ପ୍ରାଙ୍ଗଣରେ ପ୍ରବେଶ କଲେ। ସେଠାରେ ପ୍ରହରୀମାନଙ୍କ ସହିତ ନିଜକୁ ଉଷୁମ୍ କରିବା ପାଇଁ ନିଆଁ ପାଖରେ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଯୀଶୁଙ୍କଠାରୁ ଦୂରରେ ରହି ତାହାଙ୍କ ପଛେ ପଛେ ଆସି ମହାଯାଜକଙ୍କ ଅଗଣା ଭିତରେ ପହଞ୍ଚିଗଲେ। ସେ ସେଠାରେ ପ୍ରହରୀମାନଙ୍କ ସହିତ ବସି ଯାଇ ନିଆଁରେ ସେକି ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಧುರ್-ಧುರ್ನಾಚ್ ಜೆಜುಚ್ಯಾ ಫಾಟ್ನಾ -ಫಾಟ್ನಾ ಮಹಾಯಾಜಕಾಚ್ಯಾ ಘರಾಚ್ಯಾ ದಾರಾತ್ ಸಗೊಳ್ ಯೆಲೊ, ಥೈ ರಾಕ್ವಾಲ್ಯಾಂಚ್ಯಾ ವಾಂಗ್ಡಾ ಬಸುನ್ ಆಗ್ ಶೆಕುಲಾಗಲ್ಲೊ.