Mark 14:55 — Compare Translations
7 translations compared side by side
Odia - 1840
"ପ୍ରଧାନ ଯାଜକ ଓ ସମଗ୍ର ୟିହୁଦୀ ସହାସଭା ଯୀଶୁଙ୍କୁ ମୃତ୍ଯୁଦଣ୍ଡ ଦବୋ ପାଇଁ ତାହାଙ୍କ ବିରୁଦ୍ଧ ରେ କୌଣସି ଦୋଷର ପ୍ରମାଣ ପାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ସମାନେେ ମୃତ୍ଯୁଦଣ୍ଡ ଦବୋ ଭଳି କୌଣସି ପ୍ରମାଣ ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ଵେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଖ୍ୟ ପୁରୋହିତ ଓ ମହାସଭାର ସଦସ୍ୟମାନେ ଯୀଶୁଙ୍କୁ ପ୍ରାଣଦଣ୍ଡ ଦେବା ପାଇଁ ତାଙ୍କ ବିରୁଦ୍ଧରେ ପ୍ରମାଣ ଖୋଜିବାକୁ ଲାଗିଲେ, କିନ୍ତୁ କିଛି ପାଇଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକ ଓ ସମଗ୍ର ଯିହୂଦୀ ସହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ତାହାଙ୍କ ବିରୁଦ୍ଧରେ କୌଣସି ଦୋଷର ପ୍ରମାଣ ପାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ମୃତ୍ୟୁଦଣ୍ଡ ଦେବା ଭଳି କୌଣସି ପ୍ରମାଣ ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮುಖ್ಯ ಯಾಜಕಾನಿ ಅನಿ ಸಗ್ಳ್ಯಾ ಸಬೆತ್ಲ್ಯಾನಿ ಉಲ್ಲ್ಯಾ ಸಾಕ್ಷಿಯಾಂಚ್ಯಾ ವೈನಾ ತೆಚ್ಯಾತ್ ಚುಕ್ ಹುಡ್ಕುನ್ ತೆಕಾ ಮರ್ನಾಚಿ ಶಿಕ್ಷಾ ದಿವ್ಕ್ ಮನುನ್ ಬಗಟ್ಲ್ಯಾನಿ, ಖರೆ ತೆಂಕಾ ಕಾಯ್ಬಿ ಗಾವುಕ್ನಾ.