Mark 14:58 — Compare Translations
7 translations compared side by side
Odia - 1840
"ଆମ୍ଭମାନେେ ଯୀଶୁଙ୍କୁ ଏହି କଥା କହିବାର ଶୁଣିଛୁ, 'ମଣିଷ ତିଆରି ଏ ମନ୍ଦିରକୁ ମୁଁ ଭାଙ୍ଗି ଦବେି ଓ ପୁଣି ତିନି ଦିନ ଭିତ ରେ ଆଉ ଗୋଟିଏ ମନ୍ଦିର ତିଆରି କରି ଦବେି, ଯାହା କି ମଣିଷ ହାତ ରେ ତିଆରି ହାଇେ ନ ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “ଆମେ ଶୁଣିଛୁ, ସେ କହୁଥିଲା, ‘ମନୁଷ୍ୟ ହସ୍ତନିର୍ମିତ ଏହି ମନ୍ଦିରକୁ ମୁଁ ଭୂମିସାତ୍ କରି, ତିନିଦିନ ଭିତରେ ମନୁଷ୍ୟ ତିଆରି କରି ନ ଥିବା ଆଉ ଗୋଟିଏ ମନ୍ଦିର ତୋଳି ଦେବି’।”
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେମାନେ ଯୀଶୁଙ୍କୁ ଏହି କଥା କହିବାର ଶୁଣିଛୁ, ‘ମଣିଷ ତିଆରି ଏ ମନ୍ଦିରକୁ ମୁଁ ଭାଙ୍ଗି ଦେବି ଓ ପୁଣି ତିନି ଦିନ ଭିତରେ ଆଉ ଗୋଟିଏ ମନ୍ଦିର ତିଆରି କରିଦେବି, ଯାହାକି ମଣିଷ ହାତରେ ତିଆରି ହୋଇ ନ ଥିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಮಾನುಸ್, ಮಾನ್ಸಾನಿ ಭಾಂದಲ್ಲಿ ದೆವಾಚಿ ಗುಡಿ ಮೊಡುನ್, ತಿನ್ ದಿಸಾ ಹೊಲ್ಲ್ಯಾ ಮಾನಾ “ಮಿಯಾ ತಿ ಭಾಂದ್ತಾ” ಖರೆ ಮಾನ್ಸಾನ್ ಭಾಂಧಲ್ಲ್ಯಾ ಸರ್ಕೆ ನ್ಹಯ್, ಮನುನ್ ಸಾಂಗ್ತಲೆ ಅಮಿ ಆಯ್ಕ್ಲಾಂವ್,