Mark 14:59 — Compare Translations
7 translations compared side by side
Odia - 1840
"ତଥାପି ଏ ଲୋକମାନେ ଯାହା ସବୁ କହିଲେ, ତା ମଧିଅରେ କାହାରି କଥା କାହାରି ସାଙ୍ଗ ରେ ମଳେ ଖାଉ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏମାନଙ୍କ କଥାଗୁଡ଼ାକ ମଧ୍ୟ ପରସ୍ପର ସହିତ ମେଳ ଖାଇଲା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଏ ଲୋକମାନେ ଯାହାସବୁ କହିଲେ, ତା’ ମଧ୍ୟରେ କାହାରି କଥା କାହାରି ସାଙ୍ଗରେ ମେଳ ଖାଉ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್ಬಿ,ತೆಂಚ್ಯಾ ಸಾಕ್ಷಿಯಾ ಎಕಾಮೆಕಾಕ್ ಹೊಂದುಕ್ನ್ಯಾತ್.