Mark 14:6 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ସହେି ସ୍ତ୍ରୀ ଲୋକଟିକୁ ହଇରାଣ କର ନାହିଁ। ତାକୁ ଛାଡିଦିଅ। ସେ ମାେ ପାଇଁ ଗୋଟିଏ ବହୁତ ଭଲ କାମ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ କହିଲେ, ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋʼ ପ୍ରତି ଉତ୍ତମ କର୍ମ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ କହିଲେ, “ତାକୁ ଏତେ ହଇରାଣ କରୁଛ କାହିଁକି? ସେ ମୋ’ ପାଇଁ ଗୋଟିଏ ଅତି ସୁନ୍ଦର କାର୍ଯ୍ୟ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ସେହି ସ୍ତ୍ରୀ ଲୋକଟିକୁ ହଇରାଣ କର ନାହିଁ। ତାକୁ ଛାଡ଼ିଦିଅ। ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ କହିଲେ, ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ಗಪ್ ರ್ಹಾವಾ,ತಿಕಾ ಸೊಡುನ್ ಸೊಡಾ ತಿಕಾ ಕಶ್ಯಾಕ್ ತರಾಸ್ ದಿವ್ಕ್ ಲಾಗ್ಲ್ಯಾಶಿ, ತೆನಿ ಮಾಜೆ ಸಾಟ್ನಿ ಎಕ್ ಎಗ್ದಮ್ ಬರೆ ಕಾಮ್ ಕರ್ಲಿನಾಯ್.