Mark 14:61 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ଚୁପ୍ ରହିଲେ। ସେ କିଛି ଉତ୍ତର ଦେଲନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ମୌନ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ । ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କି ମଙ୍ଗଳମୟଙ୍କ ପୁତ୍ର ଖ୍ରୀଷ୍ଟ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ କିଛି ନ କହି ନୀରବ ରହିଲେ। ପ୍ରଧାନ ପୁରୋହିତ ପୁନର୍ବାର ତାଙ୍କୁ ପଚାରିଲେ, “ତୁମେ କଅଣ ମସୀହ - ମହାମହିମ ଈଶ୍ୱରଙ୍କ ପୁତ୍ର?”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ଚୁପ୍ ରହିଲେ। ସେ କିଛି ଉତ୍ତର ଦେଲେ ନାହିଁ। ମହାଯାଜକ ଯୀଶୁଙ୍କୁ ଆଉ ଗୋଟିଏ ପ୍ରଶ୍ନ ପଗ୍ଭରିଲେ: “ତୁମ୍ଭେ କ’ଣ ମହାନ୍ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କି ମଙ୍ଗଳମୟଙ୍କ ପୁତ୍ର ଖ୍ରୀଷ୍ଟ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜು ಎಕ್ಬಿ ಶಬ್ದ್ ಬೊಲಿನಸ್ತಾನಾ ಗಪ್ಪುಚ್ ಇಬೆ ರ್‍ಹಾಲೊ. ಅನಿ ಫಿಡೆ ಮಹಾಯಾಜಕಾನ್ ತೆಕಾ “ತಿಯಾ ಆರಾದನೆಕ್ ಯೊಗ್ಯ್ಅಸಲ್ಲ್ಯಾಚೊ ಲೆಕ್ ಮೆಸ್ಸಿಯಾ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನ್.