Mark 14:62 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ହଁ ମୁଁ ପରମେଶ୍ବରଙ୍କ ପୁତ୍ର। ଏବଂ ଭବିଷ୍ଯତ ରେ ତୁମ୍ଭେ ମନୁଷ୍ଯପୁତ୍ରଙ୍କୁ ସହେି ସର୍ବଶକ୍ତିମାନଙ୍କ ଡାହାଣ ପଟେ ବସିଥିବାର ଏବଂ ସ୍ବର୍ଗର ମେଘମାଳା ମଧିଅରେ ଆସୁଥିବାର ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ହଁ, ମୁଁ ସେହି। ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସର୍ବଶକ୍ତିମାନଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇଥିବା ଦେଖିବ ଓ ସେ ସ୍ୱର୍ଗରୁ ମେଘମାଳାରେ ଆସିବା ମଧ୍ୟ ଦେଖିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ହଁ ମୁଁ ପରମେଶ୍ୱରଙ୍କ ପୁତ୍ର ଏବଂ ଭବିଷ୍ୟତରେ ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନଙ୍କ ଡାହାଣ ପଟେ ବସିଥିବାର ଏବଂ ସ୍ୱର୍ଗର ମେଘମାଳା ମଧ୍ୟରେ ଆସୁଥିବାର ଦେଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ କହିଲେ, “ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ “ಹೊಯ್ ಮಿಯಾ” ಮನುನ್ ಜಾಬ್ ದಿವ್ನ್, “ಮಾನ್ಸಾಚೊ ಲೆಕ್ ಮಹೊನ್ನತಾಚ್ಯಾ ಉಜ್ವ್ಯಾಕ್ಡೆ ಬಸಲ್ಲೆ ಅನಿ ದೆವ್ ರ್‍ಹಾತಲ್ಯಾ ಜಾಗ್ಯಾ ವೈನಾ ಯೆತಲ್ಯಾ ಮಹಿಮೆಚ್ಯಾ ಮೊಡಾಂಚ್ಯಾ ವಾಂಗ್ಡಾ ಯೆತಲೆ ತುಮಿ ಬಗ್ತ್ಯಾಸಿ”, ಮಟ್ಲ್ಯಾನ್.