Mark 14:63 — Compare Translations

7 translations compared side by side

Odia - 1840
"ମହାୟାଜକ ଏକଥା ଶୁଣି ଖୁବ୍ ରାଗି ଗଲେ। ସେ ରାଗ ରେ ନିଜ ବସ୍ତ୍ର ଚିରି ପକାଇ ସମସ୍ତଙ୍କୁ କହିଲେ, ଆମ୍ଭର ଆଉ ସାକ୍ଷୀର କ'ଣ ଦରକାର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଧାନ ପୁରୋହିତ ନିଜର ପୋଷାକ ଚିରି ପକାଇ କହିଲେ, “ଆଉ ଅନ୍ୟ ସାକ୍ଷୀର ପ୍ରୟୋଜନ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ମହାଯାଜକ ଏ କଥା ଶୁଣି ଖୁବ୍ ରାଗି ଗଲେ। ସେ ରାଗରେ ନିଜ ବସ୍ତ୍ର ଚିରି ପକାଇ ସମସ୍ତଙ୍କୁ କହିଲେ, “ଆମ୍ଭର ଆଉ ସାକ୍ଷୀର କ’ଣ ଦରକାର?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ପ୍ରୟୋଜନ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಹಾಯಾಜಕಾನ್ ಅಪ್ನಾಚೆ ಕಪ್ಡೆ ಪಿಂಜ್ಲ್ಯಾನ್ ಅನಿ “ಅಮ್ಕಾ ಹೆಚೆನ್ ಮೊಟಿ ಕಸ್ಲಿ ಸಾಕ್ಷಿ ಪಾಜೆ!