Mark 14:67 — Compare Translations

7 translations compared side by side

Odia - 1840
"ସେ ପିତରଙ୍କୁ ନିଆଁ ପାଖ ରେ ସକେି ହେଉଥିବାର ଦେଖିଲା। ସେ ପିତରକୁ ଭଲ କରି ଚାହିଁଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ପିତର ନିଆଁ ପୋଇଁବା ଦେଖି ତାଙ୍କୁ ନିରୀକ୍ଷଣ କରି କହିଲା, “ତୁମେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସଙ୍ଗରେ ଥିଲେ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ପିତରଙ୍କୁ ନିଆଁ ପାଖରେ ସେକି ହେଉଥିବାର ଦେଖିଲା। ସେ ପିତରଙ୍କୁ ଭଲ କରି ଗ୍ଭହିଁଲା। ତା’ପରେ ତାହାଙ୍କୁ ଚିହ୍ନି ପାରି କହିଲା, “ତୁମ୍ଭେ ମଧ୍ୟ ନାଜରିତର ଯୀଶୁଙ୍କ ସାଙ୍ଗରେ ଥିଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪೆದ್ರು ಆಗಿಕ್ಡೆ ಬಸುನ್ ಆಗ್ ಶೆಕ್ತಲೆ ಬಗಟ್ಲಿನ್,ತೆನಿ ಬರೆ ಕರುನ್ ಪೆದ್ರುಕ್ ಬಗುನ್ “ತಿಯಾಬಿ ನಜರೆತಾಚ್ಯಾ ಜೆಜುಚ್ಯಾ ವಾಂಗ್ಡಾ ಹೊತ್ತೆ ನ್ಹಯ್?” ಮಟ್ಲಿನ್.