Mark 14:7 — Compare Translations
7 translations compared side by side
Odia - 1840
"କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖ ରେ ରହିବେ। ତୁମ୍ଭେ ଯେତବେେଳେ ଚିହିଁବ, ସମାନଙ୍କେୁ ସାହାୟ୍ଯ କରି ପାରିବ। କିନ୍ତୁ ତୁମ୍ଭମାନେେ ମାେତେ ସଦା ବେଳେ ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରି ପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗରିବ ଲୋକମାନଙ୍କୁ ତୁମେ ସବୁବେଳେ ପାଇବ। କିନ୍ତୁ ମୋତେ ସବୁବେଳେ ପାଇବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖରେ ରହିବେ। ତୁମ୍ଭେ ଯେତେବେଳେ ଗ୍ଭହିଁବ, ସେମାନଙ୍କୁ ସାହାଯ୍ୟ କରି ପାରିବ। କିନ୍ତୁ ତୁମ୍ଭେମାନେ ମୋତେ ସଦାବେଳେ ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।
Odia IRV 2017 (ଓଡିଆ ବାଇବେଲ)
କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରି ପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗರಿಬ್ ಲೊಕಾ ಕನ್ನಾಬಿ ತುಮ್ಚ್ಯಾ ವಾಂಗ್ಡಾ ರಾತ್ಯಾತ್, ತುಮ್ಕಾ ಮನ್ ಯೆತಾ ತನ್ನಾ ತುಮಿ ತೆಂಕಾ ತುಮ್ಚೆನ್ ಹೊತಾ ತವ್ಡೆ ಬರೆ ಕರುಕ್ ಹೊತಾ, ಖರೆ ಮಿಯಾ ಕನ್ನಾಬಿ ತುಮ್ಚ್ಯಾ ವಾಂಗ್ಡಾ ರ್ಹಾಯ್ನಾ.
Recommended Reading