Mark 14:70 — Compare Translations

7 translations compared side by side

Odia - 1840
"ପୁଣି ଥରେ ପିତର କହିଲେ ଯେ, ଏ କଥା ସତ୍ଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ପୁନର୍ବାର ଅସ୍ଵୀକାର କରିବାକୁ ଲାଗିଲେ । ପୁନଶ୍ଚ, ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ପୁନର୍ବାର ନାସ୍ତି କଲେ। କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, “ତୁମେ ତାଙ୍କ ଦଳର ବୋଲି ନାସ୍ତି କରି ପାରିବ ନାହିଁ। କାରଣ ତୁମେ ମଧ୍ୟ ଗାଲିଲୀର ଲୋକ।”
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଥରେ ପିତର କହିଲେ ଯେ, ଏ କଥା ସତ୍ୟ ନୁହେଁ। କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, “ନିଶ୍ଚିତ ଭାବରେ ତୁମ୍ଭେ ସେମାନଙ୍କ ମଧ୍ୟରୁ ଜଣେ। କାରଣ ତୁମ୍ଭେ ମଧ୍ୟ ଗାଲିଲୀରୁ ଆସିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ପୁନର୍ବାର ଅସ୍ୱୀକାର କରିବାକୁ ଲାଗିଲେ। ପୁନଶ୍ଚ ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ପୁନର୍ବାର ଅସ୍ୱୀକାର କରିବାକୁ ଲାଗିଲେ । ପୁନଶ୍ଚ ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪೆದ್ರುನ್ ಅನಿ ಬಿ “ಮಿಯಾ ನ್ಹಯ್” ಮಟ್ಲ್ಯಾನ್ ಅನಿ ಉಲ್ಲೊ ಎಳ್ ಹೊಲ್ಲ್ಯಾ ಮಾನಾ ಥೈ ಇಬೆ ಹೊತ್ತ್ಯಾನಿ ಪೆದ್ರುಕ್ “ಖರೆಚ್ ತಿಯಾಬಿ ತ್ಯೆಂಚಾತ್ಲೊ ಎಕ್ಲೊ, ಕಶ್ಯಾಕ್ ಮಟ್ಲ್ಯಾರ್ ತಿಯಾ ಗಾಲಿಲಿಯಾಚೊ ಮಾನುಸ್” ಮಟ್ಲ್ಯಾನಿ.