Mark 14:72 — Compare Translations
7 translations compared side by side
Odia - 1840
"ପିତର ଏକଥା କହିବା ପରେ ପରେ କୁକୁଡାଟିଏ ଦ୍ବିତୀୟ ଥର ଡାକିଲା। ଯୀଶୁଙ୍କର ସହେି ସବୁ କଥା ଏବେ ପିତରଙ୍କର ମନେ ପଡିଲା: କୁକୁଡା ତୃତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣିନାହଁ ବୋଲି ତିନିଥର କହି ସାରିଥିବ। ତା'ପରେ ପିତର ଭୀଷଣ ଦୁଃଖ ରେ ଭାଙ୍ଗି ପଡି କାନ୍ଦିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି କୁକୁଡ଼ା ଦ୍ଵିତୀୟ ଥର ଡାକିଲା । ଏଥିରେ, କୁକୁଡ଼ା ଦ୍ଵିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିକ୍ଷଣି ତୃତୀୟ ଥର କୁକୁଡ଼ା ଡ଼ାକିଲା ଏବଂ ପିତରଙ୍କ ମନେ ପଡ଼ିଲା; ଯୀଶୁ କହିଥିଲେ, “କୁକୁଡ଼ା ଦୁଇଥର ଡ଼ାକିବା ପୂର୍ବରୁ ତୁମେ ମୋତେ ତିନି ଥର ଅସ୍ୱୀକାର କରିବ।” ସେ ଦୁଃଖରେ ଭାଙ୍ଗିପଡ଼ି କାନ୍ଦିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଏ କଥା କହିବା ପରେ ପରେ କୁକୁଡ଼ାଟିଏ ଦ୍ୱିତୀୟ ଥର ଡାକିଲା। ଯୀଶୁଙ୍କର ସେହିସବୁ କଥା ଏବେ ପିତରଙ୍କର ମନେ ପଡ଼ିଲା: “କୁକୁଡ଼ା ତୃତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହି ସାରିଥିବ।” ତା’ପରେ ପିତର ଭୀଷଣ ଦୁଃଖରେ ଭାଙ୍ଗି ପଡ଼ି କାନ୍ଦିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ରାବିଲା। ଏଥିରେ, “କୁକୁଡ଼ା ଦ୍ୱିତୀୟ ଥର ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ଡାକିଲା । ଏଥିରେ, କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಅಶೆ ಮನುನ್ ಸಾಂಗ್ತಾನಾ ಕೊಂಬ್ಯಾನ್ ದೊನ್ವೆ ಪಟಿ ಭೊಕ್ಲ್ಯಾನ್, ಜೆಜುನ್ ತೆಕಾ “ದೊನ್ದಾ ಕೊಂಬೊ ಭೊಕುಚ್ಯಾ ಅದ್ದಿ ತಿಯಾ ತುಕಾ ಮಾಜಿ ಒಳಕುಚ್ ನಾ ಮನುನ್ ತಿನ್ದಾ ಸಾಂಗ್ತೆ” ಮನುನ್ ಸಾಂಗಲ್ಲ್ಯಾ ಗೊಸ್ಟಿಯಾಂಚಿ ಪೆದ್ರುಕ್ ಯಾದ್ ಯೆಲಿ, ತನ್ನಾ ತೊ ಕೊಸಳ್ಳೊ ಅನಿ ಗಳ್ಗಳುನ್ ರಡ್ಲೊ.