Mark 14:8 — Compare Translations

7 translations compared side by side

Odia - 1840
"ଏ ସ୍ତ୍ରୀ ଲୋକଟିର ମାେ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସତକେ କରିଛି। ସମାଧି ନିମନ୍ତେ ମାେ ଦହକେୁ ପ୍ରସ୍ତୁତ କରିବା ପାଇଁ ସେ ମାେ ଦହେ ରେ ମାରେ ମୃତ୍ଯୁ ପୂର୍ବରୁ ଅତର ଢାଳିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷିକ୍ତ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ର ସାମର୍ଥ୍ୟ ଅନୁସାରେ ସେ ଏହା ମୋ ପାଇଁ କରିଛି - ମୁଁ ସମାଧିସ୍ଥ ହେବା ପୂର୍ବରୁ ସେ ମୋ’ ଉପରେ ସୁଗନ୍ଧି ତୈଳ ଢ଼ାଳିଛି।
Odia Bible ERV 2004 (ପବିତ୍ର ବାଇବଲ)
“ଏ ସ୍ତ୍ରୀ ଲୋକଟି ମୋ’ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସେତକ କରିଛି। ସମାଧି ନିମନ୍ତେ ମୋ’ ଦେହକୁ ପ୍ରସ୍ତୁତ କରିବା ପାଇଁ ସେ ମୋ’ ଦେହରେ ମୋର ମୃତ୍ୟୁ ପୂର୍ବରୁ ଅତର ଢାଳିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಬಾಯ್ಕೊಮನ್ಸಿನ್ ಅಪ್ನಾನ್ ಕಾಯ್ ಕರುಚೆ ಮನುನ್ ಯವಜಲ್ಲಿನ್ ತೆ ತೆನಿ ಕರ್‍ಲಿನ್, ತೆನಿ ಹೆ ಸುಗಂದ್ತೆಲ್ ಮಾಜ್ಯಾ ಆಂಗಾರ್ ಒತುನ್, ಮಿಯಾ ಮರುಚ್ಯಾ ಅದ್ದಿಚ್ ಮಾಜೆ ಶರಿರ್ ಸಮಾದಿ ಕರುಕ್ ಮನುನ್ ತೆನಿ ತಯಾರ್ ಕರ್‍ಲಿನ್.