Mark 14:9 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ସାରା ସଂସାର ରେ ଲୋକମାନଙ୍କ ମଧିଅରେ ସୁସମାଚାର ପ୍ରଚାର କରାୟିବ। ଯେଉଁ ଯେଉଁ ସ୍ଥାନ ରେ ସୁସମାଚାର ପ୍ରଚାରିତ ହବେ, ସହେି- ସହେି ସ୍ଥାନ ରେ ଏହି ସ୍ତ୍ରୀ ଲୋକଟିର ଏହି କାର୍ୟ୍ଯ ବିଷୟ ରେ କୁହାୟିବ। ଲୋକମାନେ ତାହାକୁ ମନେ ପକଇବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କହୁଛି, ସାରା ଜଗତରେ ମୋର ସୁସମାଚାର ଯେଉଁଠାରେ ପ୍ରଚାର କରାଯିବ, ଏହି ସ୍ତ୍ରୀ ଲୋକ ଯାହା କରିଛି, ତାକୁ ସ୍ମରଣ କରିବା ପାଇଁ ଏ ସବୁ କୁହାଯାଉଥିବ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ସାରା ସଂସାରରେ ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ପ୍ରଗ୍ଭର କରାଯିବ। ଯେଉଁ ଯେଉଁ ସ୍ଥାନରେ ସୁସମାଗ୍ଭର ପ୍ରଗ୍ଭରିତ ହେବ, ସେହି ସେହି ସ୍ଥାନରେ ଏହି ସ୍ତ୍ରୀ ଲୋକଟିର ଏହି କାର୍ଯ୍ୟ ବିଷୟରେ କୁହାଯିବ। ଲୋକମାନେ ତାହାକୁ ମନେ ପକେଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಗಾ, ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ “ಸಗ್ಳ್ಯಾ ದುನಿಯಾತ್ ಬರಿ ಖಬರ್ ಪರ್ಗಟ್ ಕರಲ್ಲ್ಯಾ-ಕರಲ್ಲ್ಯಾಕ್ಡೆ, ಹಿನಿ ಕರಲ್ಲ್ಯಾ ಕಾಮಾಚ್ಯಾ ವಿಶಯಾತ್ ಸಾಂಗುನ್ ಹಿಕಾ ಯಾದ್ ಕರುಂಗೆತ್ ರ್‍ಹಾತ್ಯಾತ್” ಮನುನ್ ಸಾಂಗ್ಲ್ಯಾನ್.