Mark 15:10 — Compare Translations
7 translations compared side by side
Odia - 1840
"ପୀଲାତ ଏକଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ବିତ ହାଇେ ଯୀଶୁଙ୍କୁ ତାହାଙ୍କ ହାତ ରେ ସମର୍ପଣ କରି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ ଜାଣିଥିଲେ ଯେ ମୁଖ୍ୟ ପୁରୋହିତମାନେ କେବଳ ହିଂସାପ୍ରଣୋଦିତ ହୋଇ ଯୀଶୁଙ୍କୁ ତାଙ୍କ ହାତରେ ସମର୍ପଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ଏ କଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ୱିତ ହୋଇ ଯୀଶୁଙ୍କୁ ତାହାଙ୍କ ହାତରେ ସମର୍ପଣ କରି ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮುಖ್ಯ ಯಾಜಕಾನಿ ಪೊಟಾತ್ ಆಗ್ ಪಡುನ್ ಜೆಜುಕ್ ಧರುನ್ ಅಪ್ನಾಕ್ಡೆ ಘೆವ್ನ್ ಯೆಲ್ಯಾತ್ ಮನುನ್ ಪಿಲಾತಾಕ್ ಗೊತ್ತ್ ಹೊತ್ತೆ.