Mark 15:11 — Compare Translations
7 translations compared side by side
Odia - 1840
"କିନ୍ତୁ ପ୍ରଧାନଯାଜକମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସମାନେେ ପୀଲାତଙ୍କୁ କୁହନ୍ତୁ ବାରବ୍ବାକୁ ମୁକ୍ତ କରିବା ପାଇଁ, କିନ୍ତୁ ଯୀଶୁଙ୍କୁ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବାରବ୍ବାକୁ ମୁକ୍ତ କରିବା ଲାଗି ପିଲାତଙ୍କଠାରୁ ଦାବୀ ଜଣାଇବାକୁ ମୁଖ୍ୟ ପୁରୋହିତମାନେ ଜନତାକୁ ମତାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରଧାନଯାଜକମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ପୀଲାତଙ୍କୁ କୁହନ୍ତୁ ବାରବ୍ବାକୁ ମୁକ୍ତ କରିବା ପାଇଁ, କିନ୍ତୁ ଯୀଶୁଙ୍କୁ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮುಖ್ಯ ಯಾಜಕಾನಿ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಬಾರಾಬ್ಬಾಸಾಕ್ ಸೊಡ್ ಮನುನ್ ಸಾಂಗಾ ಮನುನ್ ಸಾಂಗುನ್ ಥವಲ್ಲ್ಯಾನಿ. ತಸೆ ಮನುನ್ ಲೊಕಾನಿ “ಬಾರಾಬ್ಬಾಸಾಕ್ ಸೊಡ್” ಮನುನ್ ಇಚಾರ್ಲ್ಯಾನಿ.