Mark 15:17 — Compare Translations

7 translations compared side by side

Odia - 1840
"ସୈନ୍ଯମାନେ ଯୀଶୁଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସମାନେେ ଗୋଟିଏ କଣ୍ଟାର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡ ରେ ପିନ୍ଧାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯୀଶୁଙ୍କୁ ଗୋଟିଏ ବାଇଗଣି ରଙ୍ଗର ବସ୍ତ୍ର ପିନ୍ଧାଇଲେ ଏବଂ କଣ୍ଟାଗଛ ଡ଼ାଳର ଗୋଟିଏ ମୁକୁଟ ତିଆରି କରି ତାଙ୍କ ମୁଣ୍ଡରେ ପିନ୍ଧାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟମାନେ ଯୀଶୁଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସେମାନେ ଗୋଟିଏ କଣ୍ଟାର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಸಯ್ನಿಕಾನಿ ಜೆಜುಕ್ ರಾಜಾನ್ ನೆಸ್ತಲಿ ಅಂಗಿ ನೆಸ್ವುಲ್ಯಾನಿ ಅನಿ ಕಾಟ್ಯಾಂಚ್ಯಾ ಎಲಿನ್ ಎಕ್ ಕಿರಿಟ್ ಕರುನ್ ಜೆಜುಚ್ಯಾ ಟಕ್ಲ್ಯಾ ವರ್‍ತಿ ಥವ್ಲ್ಯಾನಿ.