Mark 15:18 — Compare Translations

7 translations compared side by side

Odia - 1840
"ତା'ପରେ ସମାନେେ ତାହାଙ୍କୁ ସ୍ବାଗତ କରି ଥଟ୍ଟା ରେ କହିଲେ, ହେ ୟିହୁଦୀମାନଙ୍କର ରାଜା, କହି ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେମାନେ ଯୀଶୁଙ୍କୁ ନମସ୍କାର କରି କହିଲେ, “ଇହୁଦୀମାନଙ୍କର ରାଜା ଚିରଞ୍ଜୀବୀ ହୁଅନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ତାହାଙ୍କୁ ସ୍ୱାଗତ କରି ଥଟ୍ଟାରେ କହିଲେ, ହେ ଯିହୂଦୀମାନଙ୍କର ରାଜା, କହି ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾನಾ “ಜುದೆವಾಂಚ್ಯಾ ರಾಜಾ ನಮಸ್ತೆ ತುಕಾ” ಮನುನ್ ತೆಕಾ ಮನಿತ್.