Mark 15:19 — Compare Translations
7 translations compared side by side
Odia - 1840
"ସୈନ୍ଯମାନେ ଯୀଶୁଙ୍କ ମୁଣ୍ଡ ରେ ବାରମ୍ବାର ବତେ ରେ ଆଘାତ କଲେ। ତାହାଙ୍କ ଉପରେ ଛପେ ପକାଇଲେ। ଆଣ୍ଠୁମାଡି ବସି ତାହାଙ୍କୁ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ତରେ ମାଇଲେ ଓ ତାହାଙ୍କ ଉପରେ ଛେପ ପକାଇଲେ, ଆଉ ଆଣ୍ଠୁ ମାଡ଼ି ତାହାଙ୍କୁ ପ୍ରଣାମ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାଙ୍କ ମୁଣ୍ଡକୁ ବାଡ଼ିରେ ବାଡ଼େଇଲେ, ତାଙ୍କ ଉପରେ ଛେପ ପକାଇଲେ ଏବଂ ଆଣ୍ଠୋଇ ପଡ଼ି ତାଙ୍କୁ ପ୍ରଣାମ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟମାନେ ଯୀଶୁଙ୍କ ମୁଣ୍ଡରେ ବାରମ୍ବାର ବେତରେ ଆଘାତ କଲେ। ତାହାଙ୍କ ଉପରେ ଛେପ ପକାଇଲେ। ଆଣ୍ଠୁମାଡ଼ି ବସି ତାହାଙ୍କୁ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಚ್ಯಾ ಟಕ್ಲ್ಯಾ ವರ್ತಿ ಭೆತ್ತಾಚ್ಯಾ ಖಾಟಿನಿ ಮಾರುನ್, ತೊಂಡಾ ವರ್ತಿ ಥುಕುನ್, ಇದ್ರಾಕ್ ಡೊಗ್ಲಾ ಟೆಕುನ್ ತೆಚಿ ತುಜ್ಯಾ ಕರ್ಲ್ಯಾ ಸಾರ್ಕೆ ನಾಟಕ್ ಕರುನ್ ತೆಕಾ ಎಡ್ಸಡುನ್ ದಾಕ್ವುಲಾಗಲ್ಲ್ಯಾನಿ.