Mark 15:20 — Compare Translations

7 translations compared side by side

Odia - 1840
"ଥଟ୍ଟା କରି ସାରିବା ପରେ ସମାନେେ ଯୀଶୁଙ୍କ ଦହରେୁ ବାଇଗଣୀ ପୋଷାକ କାଢିନଇେ ପୁଣି ତାହାଙ୍କୁ ତାହାଙ୍କର ପୂର୍ବ ବସ୍ତ୍ର ପିନ୍ଧାଇ ଦେଲେ। ତା'ପରେ ସମାନେେ ଯୀଶୁଙ୍କୁ କୃଶ ରେ ଚଢାଇ ମାରିବା ପାଇଁ ପ୍ରାସାଦ ବାହାରକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ି ନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏପରି ଭାବରେ ତାଙ୍କୁ ପରିହାସ କରି ସାରିବା ପରେ ବାଇଗଣିଆ ପୋଷାକ କାଢ଼ି ନେଇ ତାଙ୍କ ନିଜ ପୋଷାକ ପିନ୍ଧାଇ ଦେଲେ। ଏହାପରେ ତାଙ୍କୁ କ୍ରୁଶବିଦ୍ଧ କରିବା ପାଇଁ ନେଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଥଟ୍ଟା କରି ସାରିବା ପରେ ସେମାନେ ଯୀଶୁଙ୍କ ଦେହରୁ ବାଇଗଣୀ ପୋଷାକ କାଢ଼ିନେଇ ପୁଣି ତାହାଙ୍କୁ ତାହାଙ୍କର ପୂର୍ବ ବସ୍ତ୍ର ପିନ୍ଧାଇ ଦେଲେ। ତା’ପରେ ସେମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିବା ପାଇଁ ପ୍ରାସାଦ ବାହାରକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବାଇଗଣୀ ରଙ୍ଗର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಎಡ್ಸಡುನ್ ಹೊಲ್ಲ್ಯಾ ಮಾನಾ, ಸಯ್ನಿಕಾನಿ ಜೆಜುಕ್ ನೆಸ್ವಲ್ಲಿ ರಾಜಾ ನೆಸ್ತಲಿ ಅಂಗಿ ಕಾಡುನ್ ತೆಚೆ ಅದ್ದಿ ಹೊತ್ತೆ ಕಪ್ಡೆ ನೆಸ್ವುಲ್ಯಾನಿ, ಅನಿ ತೆಕಾ ಕುರ್ಸಾ ವರ್ತಿ ಮಾರುಕ್ ಘೆವ್ನ್ ಗೆಲ್ಯಾನಿ.