Mark 15:22 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ଯୀଶୁଙ୍କୁ ଗଲ୍ଗଥା ନାମକ ସ୍ଥାନକୁ ନଇେ ଗଲେ। ଗଲ୍ଗଥାର ଅର୍ଥ କପାଳ-ସ୍ଥାନ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତାହାଙ୍କୁ ଗଲ୍ଗଥା, ଅର୍ଥାତ୍, କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କୁ ଗଲଗାଥା ନାମକ ଗୋଟିଏ ସ୍ଥାନକୁ ନେଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଯୀଶୁଙ୍କୁ ଗଲ୍ଗଥା ନାମକ ସ୍ଥାନକୁ ନେଇଗଲେ। ଗଲ୍ଗଥାର ଅର୍ଥ “କପାଳ ସ୍ଥାନ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ତାହାଙ୍କୁ ଗଲ୍ଗଥା, ଅର୍ଥାତ୍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ତାହାଙ୍କୁ ଗଲ୍ଗଥା, ଅର୍ଥାତ୍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆನಿ ಜೆಜುಕ್ ಗೊಲ್ಗೊಥಾ ಮನ್ತಲ್ಯಾ ಜಾಗ್ಯಾಕ್ ಘೆವ್ನ್ ಗೆಲ್ಯಾನಿ. ಗೊಲ್ಲೊಥಾ ಮಟ್ಲ್ಯಾರ್ ಟಕ್ಲ್ಯಾಚ್ಯಾ ಬುರ್ಡಯಾಚೊ ಜಾಗೊ,