Mark 15:23 — Compare Translations
7 translations compared side by side
Odia - 1840
"ସଠାେରେ ସମାନେେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ। କିନ୍ତୁ ଯୀଶୁ ତାହା ପିଇବାକୁ ମନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ଯାଚିଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
(ଗଲଗଥାର ଅର୍ଥ କପାଳସ୍ଥଳୀ) ସେଠାରେ ସେମାନେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ନିଶାଦ୍ରବ୍ୟ ପିଇବା ପାଇଁ ଦେଲେ। କିନ୍ତୁ ଯୀଶୁ ତାହା ପିଇଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ସେମାନେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ। କିନ୍ତୁ ଯୀଶୁ ତାହା ପିଇବାକୁ ମନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ತೆನಿ ತೆಕಾ ರಗಾತ್ಬೊಳ್ ಮಿಸಳ್ ಕರಲ್ಲೊ ವಾಯ್ನ್ ಫಿವ್ಕ್ ದಿಲ್ಯಾನಿ.ಖರೆ ಜೆಜುನ್ ತೆ ಫಿವ್ಕ್ ನಾ.