Mark 15:24 — Compare Translations

7 translations compared side by side

Odia - 1840
"ତା'ପରେ ସୈନ୍ଯମାନେ ଯୀଶୁଙ୍କୁ କୃଶ ବିଦ୍ଧ କଲେ। ସମାନେେ ଯୀଶୁଙ୍କ ଲୁଗା-ପଟା ନିଜ ନିଜ ମଧିଅରେ ବାଣ୍ଟି ନେଲେ। କିଏ କ'ଣ ପାଇବ, ତାହା ସମାନେେ ଗୁଳାବାଣ୍ଟ ଦ୍ବାରା ଭାଗ କରିବା ପାଇଁ ସ୍ଥିର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ଵାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ ଏବଂ ଗୁଲିବାଣ୍ଟ ଦ୍ୱାରା ତାଙ୍କ ବସ୍ତ୍ର ସବୁ ନିଜ ନିଜ ଭିତରେ ଭାଗ କରି ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶ ବିଦ୍ଧ କଲେ। ସେମାନେ ଯୀଶୁଙ୍କ ଲୁଗା ପଟା ନିଜ ନିଜ ମଧ୍ୟରେ ବାଣ୍ଟି ନେଲେ। କିଏ କ’ଣ ପାଇବ, ତାହା ସେମାନେ ଗୁଲିବାଣ୍ଟ ଦ୍ୱାରା ଭାଗ କରିବା ପାଇଁ ସ୍ଥିର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କ'ଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಯ್ನಿಕಾನಿ ಜೆಜುಕ್ ಕುರ್ಸಾ ವರ್ತಿ ಮಾರುನ್, ಚಿಟಿಯಾ ಘಾಲುನ್ ತೆಚೆ ಕಪ್ಡೆ ಕೊನಾಕ್ ಯೆತ್ಯಾತ್ ಮನುನ್ ವಾಟುನ್ ಘೆಟ್ಲ್ಯಾನಿ.