Mark 15:26 — Compare Translations

7 translations compared side by side

Odia - 1840
"ଯୀଶୁଙ୍କ ବିରୁଦ୍ଧ ରେ ଗୋଟିଏ ଅଭିଯୋଗପତ୍ର ଫଳକ ଉପରେ ଲଖାେ ଯାଇଥିଲା ଏ ଯିହୂଦୀମାନଙ୍କର ରାଜା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାଙ୍କ ଅଭିଯୋଗଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ସମ୍ପର୍କରେ ଅଭିଯୋଗ ବିଜ୍ଞପ୍ତି-ପତ୍ରରେ ଏହିପରି ଲେଖା ହୋଇଥିଲା: “ଇହୁଦୀମାନଙ୍କର ରାଜା”।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବିରୁଦ୍ଧରେ ଗୋଟିଏ ଅଭିଯୋଗପତ୍ର ଫଳକ ଉପରେ ଲେଖା ଯାଇଥିଲା ଏ “ ଯିହୂଦୀମାନଙ୍କର ରାଜା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୂଦୀମାନଙ୍କର ରାଜା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ವರ್‍ತಿ ಘಾಟಲ್ಲೊ ಅಪ್ವಾದ್ “ಜುದೆವಾಂಚೊ ರಾಜಾ” ಮನುನ್ ಲಿವಲ್ಲೆ ಥೈ ಹೊತ್ತೆ.