Mark 15:27 — Compare Translations

7 translations compared side by side

Odia - 1840
"ଯୀଶୁଙ୍କ ସହିତ ଆଉ ଦୁଇଜଣ ଡକାୟତଙ୍କୁ ମଧ୍ଯ ସମାନେେ କୃଶ ବିଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସେ ଦିନ ଦୁଇଜଣ ଦସ୍ୟୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇଲେ - ଜଣଙ୍କୁ ଯୀଶୁଙ୍କ ବାମ ପାଶ୍ୱର୍ରେ ଓ ଆଉ ଜଣକୁ ତାଙ୍କ ଦକ୍ଷିଣ ପାଶ୍ୱର୍ରେ କ୍ରୁଶବିଦ୍ଧ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ସହିତ ଆଉ ଦୁଇଜଣ ଡକାୟତଙ୍କୁ ମଧ୍ୟ ସେମାନେ କ୍ରୁଶ ବିଦ୍ଧ କଲେ। ଜଣକୁ ତାହାଙ୍କର ଡାହାଣ ପଟେ ଓ ଆଉ ଜଣକୁ ବାମ ପଟେ କ୍ରୁଶ ବିଦ୍ଧ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ವಾಂಗ್ಡಾ ದೊನ್ ಚೊರಾಕ್ನಿಬಿ ಕುರ್ಸಾರ್ ಮಾರಲ್ಲ್ಯಾನಿ, ಎಕ್ಲ್ಯಾಕ್ ಉಜ್ವ್ಯಾ ಬಾಜುಕ್ ಅನಿ ಎಕ್ಲ್ಯಾಕ್ ಡಾವ್ಯಾ ಬಾಜುಕ್.