Mark 15:3 — Compare Translations
7 translations compared side by side
Odia - 1840
"ପ୍ରଧାନ ଯାଜକମାନେ ଅନକେ ବିଷୟ ରେ ଯୀଶୁଙ୍କୁ ଅଭିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରଧାନ ଯାଜକମାନେ ତାହାଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଆପଣ ତ ତାହା କହୁଛନ୍ତି।” ମୁଖ୍ୟ ପୁରୋହିତମାନେ ଯୀଶୁଙ୍କ ବିରୁଦ୍ଧରେ ବିଭିନ୍ନ ଅଭିଯୋଗ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକମାନେ ଅନେକ ବିଷୟରେ ଯୀଶୁଙ୍କୁ ଅଭିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮುಖ್ಯ ಯಾಜಕಾನಿ ಜೆಜುಚ್ಯಾ ವರ್ತಿ ಸುಮಾರ್ ಅಪ್ವಾದಾ ಘಾಟ್ಲ್ಯಾನಿ.