Mark 15:31 — Compare Translations
7 translations compared side by side
Odia - 1840
"ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ମଧ୍ଯ ସଠାେରେ ଉପସ୍ଥିତ ଥିଲେ। ଅନ୍ୟ ଲୋକମାନେ ଯୀଶୁଙ୍କୁ ଯଭେଳି ଭାବରେ ଥଟ୍ଟା କରୁଥିଲେ, ସମାନେେ ମଧ୍ଯ ଠିକ୍ ସହେିଭଳି ୟିଶୁଙ୍କୁ ଥଟ୍ଟା କଲେ। ସମାନେେ କୁହାକୁହି ହେଉଥିଲେ, ସେ ଅନ୍ୟକୁ ରକ୍ଷା କରୁଥିଲା, କିନ୍ତୁ ଏବେ ସେ ନିଜକୁ ରକ୍ଷା କରି ପାରିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ମଧ୍ୟ ସେହିପରି ତାଙ୍କୁ ବିଦ୍ରୂପ କରି ପରସ୍ପର ଭିତରେ କୁହାକୁହି ହେଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲା, କିନ୍ତୁ ନିଜକୁ ରକ୍ଷା କରିପାରୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଅନ୍ୟ ଲୋକମାନେ ଯୀଶୁଙ୍କୁ ଯେଭଳି ଭାବରେ ଥଟ୍ଟା କରୁଥିଲେ, ସେମାନେ ମଧ୍ୟ ଠିକ୍ ସେହିଭଳି ଯୀଶୁଙ୍କୁ ଥଟ୍ଟା କଲେ। ସେମାନେ କୁହାକୁହି ହେଉଥିଲେ, “ସେ ଅନ୍ୟକୁ ରକ୍ଷା କରୁଥିଲା, କିନ୍ତୁ ଏବେ ସେ ନିଜକୁ ରକ୍ଷା କରି ପାରିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಹೊತ್ತೆ ಮುಖ್ಯ ಯಾಜಕಾ ಅನಿ ಖಾಯ್ದೆ ಸಿಕ್ವುತಲೆಬಿ “ಹೆನಿ ದುಸ್ರ್ಯಾಕ್ನಿ ಬಚಾವ್ ಕರ್ಲ್ಯಾನ್, ಖರೆ ಅಪ್ನಾಕುಚ್ ಬಚಾವ್ ಕರುಕ್ ಹೊಯ್ನಾ,