Mark 15:32 — Compare Translations

7 translations compared side by side

Odia - 1840
"ଯଦି ପ୍ରକୃତ ରେ ସେ ଖ୍ରୀଷ୍ଟ, ଇସ୍ରାଯଲରେ ରାଜା, ତବେେ ବର୍ତ୍ତମାନ ସେ କୃଶ ଉପରୁ ତଳକୁ ଓହ୍ଲଇେ ଆସୁ। ନିଜକୁ ରକ୍ଷା କରୁ। ତା ହେଲେ ଆମ୍ଭମାନେେ ତାହା ଦେଖିବା ଓ ତାକୁ ବିଶ୍ବାସ କରିବା। ଯେଉଁମାନଙ୍କୁ ଯୀଶୁଙ୍କ ସହିତ ପାଖ ରେ କୃଶ-ବିଦ୍ଧ କରାଯାଉଥିଲା, ସମାନେ ମଧ୍ଯ ଯୀଶୁଙ୍କ ଅପମାନିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ଵାସ କରିବା । ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇଶ୍ରାୟେଲର ରାଜା ମସୀହ ଏବେ କ୍ରୁଶରୁ ଓହ୍ଲାଇ ପଡ଼ନ୍ତୁ, ତା’ହେଲେ ଆମେ ତାଙ୍କୁ ବିଶ୍ୱାସ କରିବା।” ତାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିବା ଦୁଇଜଣ ଦସ୍ୟୁ ମଧ୍ୟ ତାଙ୍କୁ ତାତ୍ସଲ୍ୟ କରି କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପ୍ରକୃତରେ ସେ ଖ୍ରୀଷ୍ଟ, ଇସ୍ରାଏଲର ରାଜା, ତେବେ ବର୍ତ୍ତମାନ ସେ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସୁ। ନିଜକୁ ରକ୍ଷା କରୁ। ତା’ହେଲେ ଆମ୍ଭେମାନେ ତାହା ଦେଖିବା ଓ ତାକୁ ବିଶ୍ୱାସ କରିବା। ଯେଉଁମାନଙ୍କୁ ଯୀଶୁଙ୍କ ସହିତ ପାଖରେ କ୍ରୁଶ ବିଦ୍ଧ କରାଯାଉଥିଲା, ସେମାନ ମଧ୍ୟ ଯୀଶୁଙ୍କ ଅପମାନିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା । ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೆಸ್ಸಿಯಾ, ಇಸ್ರಾಯೆಲಾಚೊ ರಾಜಾ ಅತ್ತಾ ಕುರ್ಸಾ ವೈನಾ ಉತ್ರುನ್ ಯೆಂವ್ದಿ ಬಗುವಾ, ತನ್ನಾ ತೆಚ್ಯಾ ವರ್‍ತಿ ಅಮಿ ವಿಶ್ವಾಸ್ ಥವ್ತಾವ್”. ಮಟ್ಲ್ಯಾನಿ, ಜೆಜುಚ್ಯಾ ಅಜು-ಬಾಜುಕ್ ಕುರ್ಸಾರ್ ಮಾರಲ್ಲ್ಯಾ ಚೊರಾನಿಬಿ ತಸೆಚ್ ಎಡ್ಸಡ್ಲ್ಯಾನಿ.