Mark 15:34 — Compare Translations
7 translations compared side by side
Odia - 1840
"ସହେି ସମୟରେ ଯୀଶୁ ବଡ ପାଟି ରେ କହି ଉଠିଲେ, ଏଲୋହୀ, ଏଲୋହୀ, ଲମାଶବକ୍ ଥାନୀ। ଅର୍ଥାତ, ହେ ମାରେ ପରମେଶ୍ବର, ହେ ମାରେ ପରମେଶ୍ବର, ତୁମ୍ଭେ ମାେତେ କାହିଁକି ପରିତ୍ଯାଗ କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ‘ଏଲୀ, ଏଲୀ, ଲାମା ଶବକ୍ଥାନୀ?ʼ ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
Odia BSI (ପବିତ୍ର ବାଇବଲ (CL) NT (BSI))
ଅପରାହ୍ନ ତିନିଟାବେଳେ ଯୀଶୁ ଉଚ୍ଚସ୍ୱରରେ କହଲେ, “ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ।” ଅର୍ଥାତ୍, “ହେ ମୋର ଈଶ୍ୱର, ହେ ମୋର ଈଶ୍ୱର, ମୋତେ କାହିଁକି ପରିତ୍ୟାଗ କରିଛ?”
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯୀଶୁ ବଡ଼ ପାଟିରେ କହି ଉଠିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ।” ଅର୍ଥାତ, “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”
Odia IRV 2017 (ଓଡିଆ ବାଇବେଲ)
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿನ್ ಘಂಟ್ಯಾಕ್ ಜೆಜುನ್ ಜೊರಾನ್ “ಎಲೊಯಿ, ಎಲೊಯಿ ಲಾಮಾ, ಸಬಾಕ್ತಾನಿ? " ತಸೆ ಮಟ್ಲ್ಯಾರ್ "ಮಾಜ್ಯಾ ದೆವಾ, ಮಾಜ್ಯಾ ದೆವಾ, ತಿಯಾ ಮಾಕಾ ಕಶ್ಯಾಕ್ ಸೊಡ್ಲೆ?” ಮನುನ್ ಬೊಬ್ ಮಾರ್ಲ್ಯಾನ್.