Mark 15:38 — Compare Translations
7 translations compared side by side
Odia - 1840
"ଯୀଶୁ ଯେତବେେଳେ ପ୍ରାଣତ୍ଯାଗ କଲେ, ସେତବେେଳେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଦୁଇଖଣ୍ଡ ହାଇେ ଚିରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମନ୍ଦିରର ବିଚ୍ଛେଦ-ବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନ୍ଦିରରେ ଝୁଲୁଥିବା ପରଦା ଉପରୁ ତଳ ପର୍ଯ୍ୟନ୍ତ ଦୁଇଖଣ୍ଡ ହୋଇ ଚିରିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯେତେବେଳେ ପ୍ରାଣତ୍ୟାଗ କଲେ, ସେତେବେଳେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଦୁଇଖଣ୍ଡ ହୋଇ ଚିରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೆವಾಚ್ಯಾ ಗುಡಿಚೊ ಫಡ್ದೊ ವೈನಾ ಖಾಲ್ತಿ ಸಗೊಳ್ ದೊನ್ ಭಾಗ್ ಹೊವ್ನ್ ಪಿಂಜುನ್ ಗೆಲೊ.