Mark 15:39 — Compare Translations

7 translations compared side by side

Odia - 1840
"କୃଶ ଆଗ ରେ ଠିଆ ହାଇେଥିବା ସନୋପତି ଯୀଶୁ କିପରି ପ୍ରାଣତ୍ଯାଗ କଲେ, ତାହା ଦେଖିଲେ। ସେ କହିଲେ, ପ୍ରକୃତ ରେ ଏହି ଲୋକ ପରମେଶ୍ବରଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ଵରଙ୍କ ପୁତ୍ର ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ସେନାପତି ଯୀଶୁଙ୍କ କ୍ରୁଶ ସମ୍ମୁଖରେ ଠିଆହୋଇ ସେ କିପରି ଭାବରେ ପ୍ରାଣତ୍ୟାଗ କଲେ, ଲକ୍ଷ୍ୟ କରୁଥିଲା। ସେ କହିଲା, “ଏହି ବ୍ୟକ୍ତି ବାସ୍ତବିକ୍ ଈଶ୍ୱରଙ୍କ ପୁତ୍ର।”
Odia Bible ERV 2004 (ପବିତ୍ର ବାଇବଲ)
କ୍ରୁଶ ଆଗରେ ଠିଆ ହୋଇଥିବା ସେନାପତି ଯୀଶୁ କିପରି ପ୍ରାଣତ୍ୟାଗ କଲେ, ତାହା ଦେଖିଲେ। ସେ କହିଲେ, “ପ୍ରକୃତରେ ଏହି ଲୋକ ପରମେଶ୍ୱରଙ୍କ ପୁତ୍ର ଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಕುರ್ಸಾಚ್ಯಾ ಫಿಡ್ಯಾತ್ ಇಬೆ ಹೊತ್ತ್ಯಾ ಸೈನಿಕಾಂಚ್ಯಾ ತಾಂಡ್ಯಾಚ್ಯಾ ಮುಖಂಡಾನ್ ಜೆಜು ಜಿವ್ ಸೊಡ್ತಾನಾ ಕಾಯ್-ಕಾಯ್ ಹೊಲ್ಲೆ ಬಗುನ್ “ಹ್ಯೊ ಮಾನುಸ್ ಖರೆಚ್ ದೆವಾಚೊ ಲೆಕ್” ಮಟ್ಲ್ಯಾನ್.