Mark 15:40 — Compare Translations
7 translations compared side by side
Odia - 1840
"କେତକେ ସ୍ତ୍ରୀଲୋକ କୃଶଠାରୁ କିଛି ଦୂର ରେ ଠିଆ ହାଇେ ଦେଖୁଥିଲେ। ସମାନଙ୍କେ ମଧିଅରେ ମଗ୍ଦଲୀନ ସହରରୁ ଆସିଥିବା ମରିୟମ, ଶ ଲୋମୀ, ଯାକୁବ ଓ ୟୋସିଙ୍କ ମାଆ ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି ଶଲୋମୀ ଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ସ୍ତ୍ରୀ ଲୋକ ଦୂରରେ ଥାଇ ଏସବୁ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ଥିଲେ ମଗ୍ଦଲିନୀ ମରିୟମ, ଛୋଟ ଯାକୁବ ଓ ଯୋଶୀଙ୍କ ମାତା ମରିୟମ ଓ ଶଲୋମୀ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ସ୍ତ୍ରୀଲୋକ କ୍ରୁଶଠାରୁ କିଛି ଦୂରରେ ଠିଆ ହୋଇ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ସହରରୁ ଆସିଥିବା ମରିୟମ, ଶଲୋମୀ, ଯାକୁବ ଓ ଯୋସିଙ୍କ ମା ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;
Odia IRV 2017 (ଓଡିଆ ବାଇବେଲ)
କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରିୟମ, ପୁଣି, ଶଲୋମୀ ଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಉಲ್ಲ್ಯಾ ಬಾಯ್ಕೊಮನ್ಸಾ ಉಲ್ಲೆಸೆ ದುರ್ ಇಬೆ ರವ್ನ್ ಬಗುನ್ಗೆತ್ ಹೊತ್ತ್ಯಾ, ಮರಿ ಮಾಗ್ದೆಲಿನ್, ಜಾಕೊಬ್ ಅನಿ ಜೊಸೆಂಚಿ ಬಾಯ್ ಮರಿ ಜಾಕೊಬ್ ತಿಚೊ ಧಾಕ್ಲೊ ಲೆಕ್ ಅನಿ ಸಲೊಮಿ.