Mark 15:41 — Compare Translations

7 translations compared side by side

Odia - 1840
"ଏହି ସ୍ତ୍ରୀଲୋକମାନେ ଯୀଶୁ ଗାଲିଲୀ ରେ ଥିବା ବେଳେ ତାହାଙ୍କର ସହିତ ଥିଲେ। ସମାନେେ ତାହାଙ୍କର ସବୋଯତ୍ନ କରୁଥିଲେ। ଅନ୍ୟ ଅନକେ ସ୍ତ୍ରୀଲୋକ ମଧ୍ଯ ସଠାେରେ ଥିଲେ। ସମାନେେ ଯୀଶୁଙ୍କ ସହିତ ୟିରୁଶାଲମକୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାଦ୍ଗମନ କରି ତାହାଙ୍କର ସେବା କରୁଥିଲେନ୍ତ ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଗାଲିଲୀରେ ଥିବାବେଳେ ସେମାନେ ତାଙ୍କୁ ଅନୁସରଣ କରି ସାହାଯ୍ୟ କରୁଥିଲେ। ତାଙ୍କ ସହିତ ଯିରୂଶାଲମକୁ ଆସୁଥିବା ଆହୁରି ଅନେକ ସ୍ତ୍ରୀ ଲୋକ ମଧ୍ୟ ସେଠାରେ ଉପସ୍ଥିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସ୍ତ୍ରୀଲୋକମାନେ ଯୀଶୁ ଗାଲିଲୀରେ ଥିବା ବେଳେ ତାହାଙ୍କର ସହିତ ଥିଲେ। ସେମାନେ ତାହାଙ୍କର ସେବାଯତ୍ନ କରୁଥିଲେ। ଅନ୍ୟ ଅନେକ ସ୍ତ୍ରୀଲୋକ ମଧ୍ୟ ସେଠାରେ ଥିଲେ। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମକୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆನಿ, ಜೆಜು ಗಾಲಿಲಿಯಾತ್ ರಾತಾನಾ ತೆಚ್ಯಾ ಫಾಟ್ನಾ ರಾವ್ನ್ ತೆಕಾ ಮಜತ್ ಕರಲ್ಲ್ಯಾನಿ, ಅನಿ ತೆಚ್ಯಾ ವಾಗ್ಡಾ ಜೆರುಜಲೆಮಾಕ್ ಯೆಲ್ಲ್ಯಾ ಬಾಯ್ಕೊಮಾನ್ಸಾಬಿ ಥೈ ಹೊತ್ತ್ಯಾ.