Mark 15:43 — Compare Translations

7 translations compared side by side

Odia - 1840
"ହାରାମାଥୀଯାର ୟହୁଦୀ ୟୋ ସଫେ ମହାସଭାର ଜଣେ ସମ୍ମାନିତ ସଦସ୍ଯ ଥିଲେ ଓ ସେ ପରମେଶ୍ବରଙ୍କ ରାଜ୍ଯ ଆସୁ ବୋଲି ଚାହୁଁଥିଲେ। ସେ ସାହସର ସହିତ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶବକୁ ମାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରାମାଥୀୟାର ଯୋସେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ଵରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଦିନ ଥିଲା ପ୍ରସ୍ତୁତି ଦିବସ ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ। ଯୋସେଫ ନିର୍ଭୀକ ଭାବରେ ପିଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ମୃତ ଦେହ ନେଇଯିବା ପାଇଁ ଅନୁମତି ମାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ହାରାମାଥୀୟାର ଯିହୂଦୀ ଯୋସେଫ ମହାସଭାର ଜଣେ ସମ୍ମାନିତ ସଦସ୍ୟ ଥିଲେ ଓ ସେ ପରମେଶ୍ୱରଙ୍କ ରାଜ୍ୟ ଆସୁ ବୋଲି ଗ୍ଭହୁଁଥିଲେ। ସେ ସାହସର ସହିତ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶବକୁ ମାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।
Odia IRV 2017 (ଓଡିଆ ବାଇବେଲ)
ହାରାମାଥିୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಅರೆಮಾಥಿಯಾ ಮನ್ತಲ್ಯಾ ಗಾಂವಾಚೊ ಜುಜೆ ಯೆಲೊ,ತೊ ಜುದೆವಾಂಚ್ಯಾ ಮಂತ್ರಿ ಮಂಡಳಾಚೊ ಮರ್ಯಾದಿಚೊ ಸದಸ್ಯಾ, ತೊ ದೆವಾಚ್ಯಾ ರಾಜ್ ಯೆತಲೆ ವಾಟ್ ಬಗುನ್ಗೆತ್ ಹೊತ್ತೊ, ತೊ ಧಯ್ರೊ ಕರುನ್ ಪಿಲಾತಾಕ್ಡೆ ಗೆಲೊ ಅನಿ ಜೆಜುಚೆ ಮಡೆ ಇಚಾರ್‍ಲ್ಯಾನ್.