Mark 15:44 — Compare Translations

7 translations compared side by side

Odia - 1840
"ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲଣେି ଶୁଣି ପୀଲାତ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସେ ଯୀଶୁଙ୍କୁ ଜଗିଥିବା ସନୋପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲଣେି କି ନାହିଁ ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କି ନିକଟକୁ ଡକାଇ ତାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେତେବେଳେ ମରିଯାଇଛନ୍ତି ଶୁଣି ପିଲାତ ବିସ୍ମିତ ହେଲେ। ସଂପୃକ୍ତ ସେନପତିଙ୍କୁ ଡ଼ାକି ଯୀଶୁ ବହୁ ସମୟ ହେଲା ମରିଯାଇଛନ୍ତି କି ବୋଲି ପଚାରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲେଣି ଶୁଣି ପୀଲାତ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେ ଯୀଶୁଙ୍କୁ ଜଗିଥିବା ସେନାପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲେଣି କି ନାହିଁ ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କ'ଣ ବହୁତ ବେଳ ହେଲା ମଲେଣି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಎವ್ಡ್ಯಾ ಲಗ್ಗುನಾ ಮರ್ಲೊ ಮನುನ್ ಆಯ್ಕುನ್ ಪಿಲಾತಾಕ್ ವಿಚಿತ್ರ್ ದಿಸ್ಲೆ.ಸೈನಿಕಾಂಚ್ಯಾ ಮುಖಂಡಾಕ್ ಪಿಲಾತಾನ್ ಬಲ್ವುನ್ “ಜೆಜು ಮರುನ್ ಲೈ ಎಳ್ ಹೊಲೊ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನ್.