Mark 15:45 — Compare Translations
7 translations compared side by side
Odia - 1840
"ସନୋପତି ଜଣକ ପୀଲାତଙ୍କୁ ଯୀଶୁ ପ୍ରାଣତ୍ଯାଗ କରି ସାରିଥିବା କଥା କହିଲେ। ତା'ପରେ ପୀଲାତ ୟୋ ସଫଙ୍କେୁ କହିଲେ ଯେ ସେ ଯୀଶୁଙ୍କ ଶବ ନଇେ ଯାଇ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋସେଫଙ୍କୁ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କଠାରୁ ଏ ବିଷୟରେ ନିଶ୍ଚିତ ବିବରଣୀ ଶୁଣି ପିଲାତ ଯୀଶୁଙ୍କ ଶରୀର ନେଇ ଯିବା ପାଇଁ ଯୋସେଫଙ୍କୁ ଅନୁମତି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେନାପତି ଜଣକ ପୀଲାତଙ୍କୁ ଯୀଶୁ ପ୍ରାଣତ୍ୟାଗ କରି ସାରିଥିବା କଥା କହିଲେ। ତା’ପରେ ପୀଲାତ ଯୋସେଫଙ୍କୁ କହିଲେ ଯେ, ସେ ଯୀଶୁଙ୍କ ଶବ ନେଇ ଯାଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಸೈನಿಕಾಂಚ್ಯಾ ಮುಖಂಡಾಕ್ನಾ ಜೆಜು ಮರ್ಲೊ ಮನುನ್ ಆಯ್ಕುನ್ ಜುಜೆಕ್ ಜೆಜುಚೆ ಮಡೆ ಘೆವ್ನ್ ಜಾವ್ಕ್ ಪರ್ವಾನ್ಗಿ ದಿಲ್ಯಾನ್.