Mark 15:46 — Compare Translations
7 translations compared side by side
Odia - 1840
"ୟୋ ସଫେ ଖଣ୍ଡିଏ ବସ୍ତ୍ର କିଣିଲେ। ସେ ଶବକୁ କୃଶ ଉପରୁ ତଳକୁ ଓହ୍ଲଇେ ଆଣିଲେ। ସେ ଶବକୁ ବସ୍ତ୍ର ରେ ସପୂର୍ଣ୍ଣ ଗୁଡଇେ ଦେଲେ ଓ ପଥର କଟା ହାଇେ ତିଆରି ହାଇେଥିବା ଗୋଟିଏ କବର ରେ ତାହାଙ୍କୁ ରଖି ଦେଲେ। ଖଣ୍ଡିଏ ବଡ ପଥର ଗଡଇେ ଆଣି କବରର ମୁହଁକୁ ବନ୍ଦ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଖଣ୍ତିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ଵାରରେ ଖଣ୍ତିଏ ପଥର ଗଡ଼ାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋସେଫ ଯୀଶୁଙ୍କ ଶରୀରକୁ କ୍ରୁଶରୁ ଓହ୍ଲାଇ ଆଣିଲେ ଓ ଖଣ୍ଡିଏ ଚାଦର ଆଣି ଯୀଶୁଙ୍କ ଶରୀରକୁ ସେଥିରେ ଗୁଡ଼ାଇ ଦେଲେ ଏବଂ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ କବରରେ ନେଇ ତାହା ରଖିଲେ। ପୁଣି ଗୋଟିଏ ବଡ଼ ପଥର ଗଡ଼ାଇ କବରର ମୁହଁ ବନ୍ଦ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋସେଫ ଖଣ୍ଡିଏ ବସ୍ତ୍ର କିଣିଲେ। ସେ ଶବକୁ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆଣିଲେ। ସେ ଶବକୁ ବସ୍ତ୍ରରେ ସମ୍ପୂର୍ଣ୍ଣ ଘୋଡ଼େଇ ଦେଲେ ଓ ପଥର କଟା ହୋଇ ତିଆରି ହୋଇଥିବା ଗୋଟିଏ କବରରେ ତାହାଙ୍କୁ ରଖିଦେଲେ। ଖଣ୍ଡିଏ ବଡ଼ ପଥର ଗଡ଼େଇ ଆଣି କବରର ମୁହଁକୁ ବନ୍ଦ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುಜೆನ್ ಮಡೆ ಸಮಾದಿ ಕರುಕ್ ವಾಪರ್ತಲೊ ಮ್ಹಾಗ್ರೊ ಕಪ್ಡೊ ಇಕಾತ್ ಘೆವ್ನ್ ಯೆಲ್ಯಾನ್, ಅನಿ ಜೆಜುಚೆ ಮಡೆ ಕುರ್ಸಾ ವೈನಾ ಉತ್ರುನ್ ತ್ಯಾ ಕಪ್ಡ್ಯಾತ್ ಲಪ್ಟುನ್ ಸಮಾದಿತ್ ಥವ್ಲ್ಯಾನಿ. ತಿ ಸಮಾದಿ ಎಕುಚ್ ಎಕ್ ಗುಂಡ್ಯಾತ್ ಕೆದರಲ್ಲಿ ಸಮಾದಿ ಹೊತ್ತಿ. ತೆನಿ ಸಮಾದಿಚ್ಯಾ ದಾರ್ ಎಕ್ ಮೊಟೊ ಗುಂಡೊ ಗುಳ್ವುನ್ ಧಾಪ್ಲ್ಯಾನ್.