Mark 15:5 — Compare Translations
7 translations compared side by side
Odia - 1840
"ଥାପି ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। ପୀଲାତ ଏଥି ରେ ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଗୋଟିଏ ସୁଦ୍ଧା ନ କହିବାରୁ ପିଲାତ ବିସ୍ମିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। ପୀଲାତ ଏଥିରେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಬಿ ಜೆಜುನ್ ಎಕ್ ಶಬ್ದ್ ಸೈತ್ ಬೊಲುಕ್ನಾ, ಹೆ ಬಗುನ್ ಪಿಲಾತ್ ಅಜಾಪ್ ಹೊಲೊ.